ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଶୁଭେଚ୍ଛା
ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଶୁଭେଚ୍ଛା। ଚାପମୁକ୍ତ ହୋଇ ସକରାତ୍ମକ ମନୋଭାବର ସହ ପରୀକ୍ଷା ଦିଅ । ଦୃଢ଼ ଆତ୍ମବିଶ୍ବାସର ସହ ପରୀକ୍ଷା ଦେଇ ଉତ୍ତମ ପ୍ରଦର୍ଶନ କର । ସମସ୍ତ ପରୀକ୍ଷାର୍ଥୀଙ୍କ ସଫଳ ଓ ଉଜ୍ବଳ ଭବିଷ୍ୟତ କାମନା କଲେ ମୁଖ୍ୟମନ୍ତ୍ରୀ ।













Click it and Unblock the Notifications