Get Updates
Get notified of breaking news, exclusive insights, and must-see stories!

ପାରା ଗେମ୍ସ ଆଥଲେଟ୍ସଙ୍କ ପାଇଁ ଆର୍ଥିକ ସହାୟତା

ଭୁବନେଶ୍ୱର: ଏସିଆନ ପାରା ଗେମ୍ସର ଆଥଲେଟ୍ସଙ୍କ ପାଇଁ ଆର୍ଥିକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । 7 ଜଣ ଓଡ଼ିଆ ଆଥଲେଟ୍ସଙ୍କୁ 10 ଲକ୍ଷ ଟଙ୍କା ଲେଖାଁଏ ଆର୍ଥିକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଆସନ୍ତା 22 ରୁ ଚୀନର ହାଙ୍ଗଝୌରେ ଆରମ୍ଭ ହେଉଛି ଏସିଆନ ପାରା ଗେମ୍ସ । ସେଠାରେ ସଫଳତା ପାଇଁ ମଧ୍ୟ ଶୁଭକାମନା ଜଣାଇଛନ୍ତି ନବୀନ ପଟ୍ଟନାୟକ ।

Naveen Patnaik

ଏହି ପାରା ଗେମ୍ସରେ ଓଡ଼ିଶାରୁ ପ୍ରମୋଦ ଭଗତ, ଜୟନ୍ତୀ ବେହେରା, ସୌନ୍ଦର୍ଯ୍ୟ କୁମାର ପ୍ରଧାନ, ରଖଲ କୁମାର ସେଠୀ, ଭି ରମେଶ ରାଓ, ପ୍ରଫୁଲ୍ଲ କୁମାର ଖଣ୍ଡାୟତରାୟ, ପୂଜାସ୍ୱିନୀ ନାୟକ ଭାଗ ନେବେ । ସେମାନେ ଏସିଆନ ପାରା ଗେମ୍ସକୁ ମନୋନୀତ ହେବା ପାଇଁ କଠିନ ପରିଶ୍ରମ କରିଛନ୍ତି । ଗେମ୍ସରେ ମଧ୍ୟ ଭଲ ପ୍ରଦର୍ଶନ କରିବେ ବୋଲି ଆଶା ରଖିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+