ଭୋଟ୍ ଦେବା ପାଇଁ ଅପିଲ୍ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର: ଓଡ଼ିଶାରେ ଚାଲିଛି ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ । ବାଜିରେ ଲାଗିଛି ବହୁ ହେଭିୱେଟଙ୍କ ଭାଗ୍ୟ । ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର ଭଳି ୬ ସଂସଦୀୟ କ୍ଷେତ୍ର ଏବଂ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ଚାଲିଛି ମତଦାନ । ଏପରିସ୍ଥଳେ ରାଜ୍ୟର ଭୋଟରଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପିଲ୍ କରିଛନ୍ତି ।

ସେ ନିଜ ଏକ୍ସ ହ୍ୟାଣ୍ଡେଲରେ କହିଛନ୍ତି ଗଣତନ୍ତ୍ରରେ ମତଦାନ ଆପଣଙ୍କ ଅଧିକାର । ଆପଣଙ୍କ ପ୍ରତିଟି ଭୋଟ୍ ଅତ୍ୟନ୍ତ ମୂଲ୍ୟବାନ । ଆସନ୍ତୁ ଗଣତନ୍ତ୍ରର ଏହି ମହାପର୍ବରେ ସାମିଲ ହେବା । ବିପୁଳ ସଂଖ୍ୟାରେ ମତଦାନ କରି ବିକାଶରେ ସହଭାଗୀ ସାଜିବା ।
More From
-
୩୧ ରାଜ୍ୟସଭା ସାଂସଦ କୋଟିପତି -
କାରଣ ଦର୍ଶାଅ ନୋଟିସ୍ର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ, କହିଲେ ନୋଟିସ୍ ପ୍ରତ୍ୟାହାର କରନ୍ତୁ, ନଚେତ୍... -
ଗ୍ରାହକଙ୍କ ପାଇଁ ଖୁସି ଖବର; ଏକାଥରକେ ଏତିକି ଟଙ୍କା କମିଲା ସୁନା ଦର -
ହଠାତ୍ ଆମେରିକାର ଚିନ୍ତା ବଢାଇ ଦେଲା ଇରାନ, ଡିଏଗୋ ଗାର୍ସିଆ' ଉପରେ ଇରାନର କ୍ଷେପଣାସ୍ତ୍ର ମାଡ଼ -
ଆସୁଛି କାଳବୈଶାଖୀ, ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ -
ବନ୍ଦ ହେବ ଇରାନ ଆମେରିକା ଯୁଦ୍ଧ, ସଙ୍କେତ ଦେଲେ ଆମେରିକା ରାଷ୍ଟ୍ରପତି -
ଆୟର୍ଲାଣ୍ଡ ସହ ଦୁଇଟି ସୀମିତ ଓଭର ମ୍ୟାଚ୍ ଖେଳିବ ଭାରତ -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
ଇରାନକୁ କଡ଼ା ଚେତାବନୀ ଦେଲେ ୟୁରୋପୀୟ ଦେଶ -
ପ୍ରେମାନନ୍ଦ ମହାରାଜ ଜୀଙ୍କୁ ଭେଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ -
ଚିଠି ଗୋଟେ ଅଫିସରୁ ବସି ଟାଇପ୍ ହୋଇଛି, ଏମାନେ ଦସ୍ତଖତ କରିଛନ୍ତି ; ପ୍ରମିଳା ମଲ୍ଲିକ -
ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି; ଚୁକ୍ତିଭିତ୍ତିକ ସ୍କିମାଟିକ୍ ଜୁନିୟର ଶିକ୍ଷକଙ୍କୁ ନିୟମିତ କର୍ମଚାରୀ ମାନ୍ୟତା










Click it and Unblock the Notifications