Get Updates
Get notified of breaking news, exclusive insights, and must-see stories!

ତିନି ରାଜ୍ୟରେ ବିଜୟ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ଭୁବନେଶ୍ୱର: ତିନି ରାଜ୍ୟରେ ବିଜେପିର ବିଜୟ ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟେଲିଫୋନ ଯୋଗେ କଥା ହୋଇ ବିଜୟର ଅଭିନନ୍ଦନ ଜଣାଇଛନ୍ତି ।

Naveen - modi

ସୂଚନା ଥାଉକି, ନିକଟରେ ହୋଇଥିବା ବିଧାନସଭା ନିର୍ବାଚନରେ ଛତିଶଗଡ଼ ଓ ରାଜସ୍ଥାନରେ କଂଗ୍ରେସ ହାତରୁ ବିଜେପି ସରକାର ଛଡ଼ାଇ ନେଇଛି । ଏହା ସହ ମଧ୍ୟପ୍ରଦେଶରେ ବିଜେପି ପୁଣି ଥରେ ସରକାର ଗଠନ କରିବାକୁ ବହୁମତ ହାସଲ କରିଛି । ବିଜେପି ଏହି ବିଜୟର ଶ୍ରେୟ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଦେଇଛି । ମୋଦୀଙ୍କ ଲୋକପ୍ରିୟତା ପାଇଁ ଏହା ସମ୍ଭବ ହୋଇପାରିଛି ବୋଲି ବିଜେପି ପକ୍ଷରୁ କୁହାଯାଇଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+