ବନ୍ଧୁ ପରିଜନଙ୍କୁ ସୁରକ୍ଷିତ ରଖିବା ପାଇଁ ଘରେ ରହି ହୋଲି ପାଳନ କରନ୍ତୁ - ମୁଖ୍ୟମନ୍ତ୍ରୀ
ଆଜି ପବିତ୍ର ହୋଲି ପର୍ବରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର । ଆଜି ପବିତ୍ର ହୋଲି ପର୍ବରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି, ନିଜକୁ ତଥା ବନ୍ଧୁ ପରିଜନଙ୍କୁ ସୁରକ୍ଷିତ ରଖିବା ପାଇଁ ଚଳିତ ବର୍ଷ ଘରେ ରହି ହୋଲି ପାଳନ କରନ୍ତୁ । କୋଭିଡଠାରୁ ଦୂରେଇ ରହିବା ପାଇଁ ନିୟମର କଡ଼ାକଡ଼ି ପାଳନ ସମସ୍ତଙ୍କର ସଙ୍କଳ୍ପ ହେଉ ।
ରଙ୍ଗ ଓ ଆନନ୍ଦର ପର୍ବ ହୋଲି ଅବସରରେ ରାଜ୍ୟବାସୀଙ୍କୁ ମୋର ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ। ନିଜକୁ ତଥା ବନ୍ଧୁ ପରିଜନଙ୍କୁ ସୁରକ୍ଷିତ ରଖିବା ପାଇଁ ଚଳିତ ବର୍ଷ ଘରେ ରହି ହୋଲି ପାଳନ କରନ୍ତୁ। କୋଭିଡଠାରୁ ଦୂରେଇ ରହିବା ପାଇଁ ନିୟମର କଡ଼ାକଡ଼ି ପାଳନ ସମସ୍ତଙ୍କର ସଙ୍କଳ୍ପ ହେଉ। #HappyHoli pic.twitter.com/yH5aMCIZSY
— Naveen Patnaik (@Naveen_Odisha) March 29, 2021












Click it and Unblock the Notifications