ଜଟିଳ ମାଂସପେଶୀ ଚିକିତ୍ସା ପାଇଁ ତିନି ଜଣଙ୍କୁ ଦେଲେ 30 ଲକ୍ଷ ଟଙ୍କା

ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲାରେ ତିନି ଜଣଙ୍କ ଚିକିତ୍ସା ପାଇଁ ସହାୟତାର ହାତ ବଢାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜଟିଳ ମାଂସପେଶୀ ରୋଗର ଚିକିତ୍ସା ପାଇଁ ବାଲେଶ୍ୱରର ତିନି ରୋଗୀଙ୍କ ପାଇଁ 30 ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତିନ ରୋଗୀ ହେଲେ ଖନ୍ତାପଡାର କିରଣ କୁମାର ମଲ୍ଲିକ, ଖନ୍ତାପଡାର ସୁରଜ କୁମାର ମଲ୍ଲିକ ଓ ସିମୁଳିଆର ଦିବ୍ୟାଂଶୁ ଦୀକ୍ଷିତ ।

Naveen patnaik

ଏହି ତିନ ଜଣ ଜଟିଳ ମାଂସପେଶୀ ରୋଗ ଡିଏମଡିରେ ପୀଡିତ ଅଛନ୍ତି । ସେମାନଙ୍କ ଉତ୍ତମ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ 30 ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି । ପ୍ରତ୍ୟେକ ରୋଗୀଙ୍କୁ ଏକକାଳୀନ 10 ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ମଞ୍ଜୁର କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+