ଅନୁଗୁଳ ବାସୀଙ୍କୁ ନୂଆବର୍ଷ ଭେଟି : ୧୧ଟି ପ୍ରକଳ୍ପର ଶୁଭାରମ୍ଭ ସହ ୧୩ରୁ ଅଧିକ ପ୍ରକଳ୍ପର ହେବ ଶିଳାନ୍ୟାସ
ଅନୁଗୁଳରେ ଲେଖାହେବ ବିକାଶର ନୂଆ ଅଧ୍ୟାୟ । ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ । ଏହି ସମୟରେ ଉପସ୍ଥିତ ରହିବେ ତିନି କେନ୍ଦ୍ରମନ୍ତ୍ରୀ ।
ଭୁବନେଶ୍ୱର: ଆଜି ଅନୁଗୁଳରେ ହେବ ପାୱାର ଶୋ । ଲେଖାହେବ ବିକାଶର ନୂଆ ଅଧ୍ୟାୟ । ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ । ଏହି ସମୟରେ ଉପସ୍ଥିତ ରହିବେ ତିନି କେନ୍ଦ୍ରମନ୍ତ୍ରୀ । ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଓ ପ୍ରହ୍ଲାଦ ଯୋଶୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ ।

୧୧ଟି ପ୍ରକଳ୍ପର ଶୁଭାରମ୍ଭ ସହ ୧୩ରୁ ଅଧିକ ପ୍ରକଳ୍ପର ଶିଳାନ୍ୟାସ କରି ନୂଆବର୍ଷ ଭେଟି ଦେବେ ମୁଖ୍ୟମନ୍ତ୍ରୀ । ଅନୁଗୁଳ ବସଷ୍ଟାଣ୍ଡ, ପାଲଲହଡ଼ାରେ ମହିଳା ଓ ଶିଶୁଙ୍କ ଚିକିତ୍ସା ପାଇଁ ନୂଆ ଡାକ୍ତରଖାନା, ତାଳଚେର ପୌରପାଳିକା ଅଧୀନରେ ନିର୍ମାଣ ହୋଇଥିବା ହେରିଟେଜର ହେବ ଶୁଭାରମ୍ଭ ହେବ । ମିଶନ ଶକ୍ତି ମହିଳାଙ୍କୁ ଭେଟିବା ସହ ୨୪୨ କୋଟି ଟଙ୍କା ଋଣର ଡିଜିଟାଲ ଲଞ୍ଚିଂ ଶୁଭାରମ୍ଭ କରିବେ ।
ସେହିପରି ଛେଣ୍ଡିପଦା ବ୍ଲକ୍ ନତଡ଼ା ରେଲୱେ କ୍ରସିଂଠାରେ ଆଉ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ କୋଇଲା ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଯୋଗଦେବେ । ପ୍ରଶାସନ ପକ୍ଷରୁ ଏଥିପାଇଁ ଜୋରଦାର ପ୍ରସ୍ତୁତି ଚାଲିଛି । ନୂଆବର୍ଷ ଆସୁଥିବାରୁ ସେଥିପାଇଁ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା ହୋଇପାରେ ।
-
୩୧ ରାଜ୍ୟସଭା ସାଂସଦ କୋଟିପତି -
ଇଡି ରେଡ୍ ବେଳେ ମମତା ଧସେଇ ପସିବା ଉପରେ ସୁପ୍ରିମ କୋର୍ଟଙ୍କ ବଡ଼ ବୟାନ, କହିଲେ ଏହା....... -
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଡାଲମାରୁ ବାହାରିଲା ସାପ, ଲୋକେ ଛାନିଆ, ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ ୪୦ରୁ ଊର୍ଦ୍ଧ୍ବ ଲୋକଙ୍କ ଲମ୍ବା ଲାଇନ -
ସୁପ୍ରିମକୋର୍ଟରେ ଦାରା ସିଂ ମାମଲାର ଶୁଣାଣି, ରାଜ୍ୟ ସରକାରଙ୍କ ପକ୍ଷରୁ ପକ୍ଷ ରଖିଲେ AG ପୀତାମ୍ବର ଆଚାର୍ଯ୍ୟ -
ସଂସଦୀୟ କମିଟି କଲା ସୁପାରିଶ , ଇପିଏଫଓ ପେନସନ ପରିମାଣ ତିନି ଗୁଣ ବୃଦ୍ଧି କରିବାକୁ ଯାଉଛନ୍ତି ସରକାର -
କ୍ରସ ଭୋଟିଂ କରିଥିଲେ, ଏବେ ବଢ଼ିଲା ଅଡ଼ୁଆ, 3 ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ବାଚସ୍ପତିଙ୍କ ନିକଟରେ କଂଗ୍ରେସର ଆବେଦନ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ମୁନ୍ଦ୍ରା ପୋର୍ଟରେ ପହଞ୍ଚିଲା 'ଜଗ ଲାଡକୀ' ଇରାନ-ଇସ୍ରାଏଲ ମଧ୍ୟରେ ମିସାଇଲ ମାଡ଼ ଓ ଉତ୍ତେଜନା ଭିତରୁ ୮୦, ୮୦୦ ଟନ..... -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ -
ବିଧାନସଭାରେ ଆମ ସଂଖ୍ୟା ୯୩;ସନ୍ତୋଷ ଖଟୁଆ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ......











Click it and Unblock the Notifications