Get Updates
Get notified of breaking news, exclusive insights, and must-see stories!

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ: କହିଲେ ଆଗାମୀ ୫ ବର୍ଷରେ ୫୦୦ ଆଦିବାସୀ ଗ୍ରାମକୁ ବିକଶିତ ହେବ

Independence Day 2024: ଆଜି ପ୍ରଥମ ଥର ପାଇଁ ମହାତ୍ମାଗାନ୍ଧୀ ମାର୍ଗରେ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ଜତୀୟ ପତାକା ଉତ୍ତୋଳନ କରିଛନ୍ତି । ଏଥର ୫୯ ଜଣ କଣ୍ଟିଜେଣ୍ଟ ରାଜ୍ୟସ୍ତରୀୟ ପରେଡ଼ରେ ଯୋଗ ଦେଇଛନ୍ତି । ସେହିପରି ସିଆରପିଏଫ୍, ୧୨୦ ବାଟାଲିୟନ୍, ସିଆଇଏସଏଫ୍, ଟ୍ରାଫିକ୍, ବିଏଏସଏଫ୍, ଅଗ୍ନିଶମ ବାହିନୀ, ସ୍କୁଲ ଏବଂ କଲେଜ ଛାତ୍ରଛାତ୍ରୀ ମଧ୍ୟ ପରେଡରେ ଯୋଗ ଦେଇଛନ୍ତି । ପରେଡକୁ କମାଣ୍ତ କରିଛନ୍ତି IPS ଅମ୍ରିତ ପାଲ୍ କର ।

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ , ଓଡ଼ିଆ ସ୍ବାଧୀନତା ସଂଗ୍ରାମୀଙ୍କୁ ସ୍ମରଣ କଲେ ମୁଖ୍ୟମନ୍ତ୍ରୀ, ପାଇକ ବିଦ୍ରୋହର ଯୋଦ୍ଧାମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ, ଭାରତର ସ୍ବାଧୀନତା ସଂଗ୍ରାମ ଦେଶର ଅନନ୍ୟ ଅଧ୍ୟାୟ, ଏହା ଇଂରେଜମାନଙ୍କ ମୁଳଦୁଆ ଦୋହଲାଇ ଦେଇଥିଲା । ଦେଶ ଏବେ ଅମୃତକାଳ ଦେଇ ଗତି କରୁଛି, ଦେଶର ଅର୍ଥନୀତି ଦ୍ରୁତ ଗତିରେ ବଢ଼ିଛି ଖୁବ୍‌ଶୀଘ୍ର ଦେଶର ଅର୍ଥନୀତି ୫ ଟ୍ରିଲିଅନରେ ପହଞ୍ଚିବ, ୨୦୪୭ ସୁଦ୍ଧା ଭାରତ ବିଶ୍ବଗୁରୁ ହେବ ବୋଲି ମୁଖ୍ୟମନ୍ତ୍ରୀ ।

Mohan Charan Majhi

ଧାନ କ୍ବିଣ୍ଟାଲ ୩୧ଶହ ଟଙ୍କା, ସେପ୍ଟେମ୍ବର ୧୭ରୁ ସୁଭଦ୍ରା ଯୋଜନା ଲାଗୁ ହେବ, ଖାଲି ପଡ଼ିଥିବା ଦେଢ଼ ଲକ୍ଷ ପଦବୀ ପୂରଣ ପାଇଁ ପଦକ୍ଷେପ,ଆଗାମୀ ୫ ବର୍ଷରେ ୫୦୦ ଆଦିବାସୀ ଗ୍ରାମକୁ ବିକଶିତ କରିବୁ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+