ଭଦ୍ରକକୁ ୨୭୪ କୋଟି ଟଙ୍କାର ପ୍ରକଳ୍ପ ଭେଟିଦେଲେ ମୁଖ୍ୟମନ୍ତ୍ରୀ

ଭଦ୍ରକକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର। ୨୭୪ କୋଟି ଟଙ୍କାର ପ୍ରକଳ୍ପ ଭେଟିଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୧୩ ପୂର୍ଣ୍ଣାଙ୍ଗ ପ୍ରକଳ୍ପର ଲୋକାର୍ପଣ ସହ ନୂଆ ପ୍ରକଳ୍ପର ଶିଳାନ୍ୟାସ ମଧ୍ୟ କରିଛନ୍ତି। ତେବେ ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଜେଡିକୁ ଟାର୍ଗେଟ କରିଛନ୍ତି। ୧୬ ବର୍ଷ ଧରି ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନ ଥାଆନ୍ତି ବୋଲି କହିଛନ୍ତି।

ଆମ ସରକାର ସମସ୍ତଙ୍କ ଅଭିଯୋଗ ଶୁଣୁଛି, ରାଜଧାନୀ ବାହାରେ ବି ଶୁଣୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। 5T ନାଁରେ ରଙ୍ଗ ମାରିବା ଓ ବାଜା ବଜାଇବାରେ ଚାଲିଯାଇଛି। ଆୟୁଷ୍ମାନ ଯୋଜନା ପୂର୍ବ ସରକାର ଲାଗୁ କରୁ ନ ଥିଲେ, ଆମେ କଲୁ ବୋଲି ବିଜେଡିକୁ ଟାର୍ଗେଟ କରି କହିଛନ୍ତି।

cm mohan majhi
ସେ ଏହା ମଧ୍ୟ କହିଥିଲେ ଚାଷୀଙ୍କୁ ଶହେ ଚଙ୍କା ବୋନସ ଘୋଷଣା କରିଥିଲେ। କିନ୍ତୁ ଦେଇ ପାରିଲେନି। ସୁଭଦ୍ରା ସହାୟତା ରାଶି ଉପଯୋଗ କରି ଲକ୍ଷପତି ଦିଦି ତିଆରି ହୋଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+