ରାଜ୍ୟ ବଜେଟ୍‌ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି । ଏହା ପୂର୍ବରୁ ଗୁରୁବାର ରାଜ୍ୟ ସରକାର ବିଧାନସଭାରେ ଅର୍ଥନୀତିକ ସର୍ଭ ଉପସ୍ଥାପନ କରିଥିଲେ । ଅର୍ଥନୈତିକ ସର୍ଭରେ ବିକାଶର ଗୋଲାପୀ ଚିତ୍ର ରଖିଥିଲେ ସରକାର । ବଜେଟର ଅର୍ଥନୀତିକ ସର୍ଭରେ କରାଯାଇଥିବା ଆଗୁଆ ଆକଳନକୁ ବାସ୍ତବ ରୂପ ଦେବା ପାଇଁ ପ୍ରୟାସ କରାଯାଇଛି । ରାଜ୍ୟ ସରକାରଙ୍କ ଭିଜନ୍ ୨୦୩୬ ଓ ୨୦୪୮ ଦୃଷ୍ଟିରେ ରଖି ଏହି ବଜେଟ୍ ଉପସ୍ଥାପନ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଆଗତ କରିଛନ୍ତି । ଗତବର୍ଷ ତୁଳନାରେ ବଜେଟ ଆକାରରେ ୬.୯ ପ୍ରତିଶତ ବୃଦ୍ଧି କରାଯାଇଛି । ପ୍ରଶାସନିକ ଖର୍ଚ୍ଚ ପାଇଁ ୧ ଲକ୍ଷ ୧୪ ହଜାର କୋଟି ଟଙ୍କା ବ୍ୟୟବରାଦ କରାଯାଇଛି ।​​​​​​​

Chief Minister

ବଜେଟ୍ ଉପସ୍ଥାନ କରି ମୁଖ୍ୟମନ୍ତ୍ରୀ ଘୋଷଣା କହିଛନ୍ତି, ମହାପ୍ରଭୁ ଜଗନ୍ନାଥଙ୍କ ଅନନ୍ତ ଐତିହ୍ୟର ସଂରକ୍ଷଣ ଆମର ପବିତ୍ର କର୍ତ୍ତବ୍ୟ । ଏହି ପ୍ରତିବଦ୍ଧତା ସହ ରାଜ୍ୟ ସରକାର ପ୍ରାୟ ହଜାର କୋଟି ଟଙ୍କା ବ୍ୟୟ ଅଟକଳରେ ଏକ ବିଶ୍ୱସ୍ତରୀୟ ଶ୍ରୀଜଗନ୍ନାଥ ସଂଗ୍ରହାଳୟ ଏବଂ ଲାଇବ୍ରେରୀ କେନ୍ଦ୍ର ପ୍ରତିଷ୍ଠା କରିବା ସହ ଗୁଣ୍ଡିଚା ମନ୍ଦିର, ଏମାର ମଠ ଓ ଐତିହାସିକ ରଘୁନନ୍ଦନ ମଠର ଆଧ୍ୟାତ୍ମିକ ଗୌରବକୁ ପୁନରୁଦ୍ଧାର କରିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+