ସଭାପତି ହେବା ପରେ ମନମୋହନଙ୍କୁ ପ୍ରଶଂସାରେ ପୋତିଲେ ମୁଖ୍ୟମନ୍ତ୍ରୀ, କହିଲେ ତାଙ୍କ...

ପୁଣି ସଭାପତି ହେବା ପରେ ମନମୋହନଙ୍କୁ ପ୍ରଶଂସାରେ ପୋତିଲେ ମୁଖ୍ୟମନ୍ତ୍ରୀ । ୨୦୨୪ରେ ମନମୋହନ ଭାଇଙ୍କ ପାଇଁ ରାଜ୍ୟରେ ସରକାର ହୋଇଛି ।ବିଜେପି ଏକାକୀ ସରକାର ଗଠନ କରିବା ସମ୍ଭବ ହୋଇପାରିଛି। ୨୧ରୁ ୨୦ ସାଂସଦ ଜିତିବା ମନମୋହନ ଭାଇଙ୍କ ନେତୃତ୍ବ ପାଇଁ ହୋଇଛି। ଓଡ଼ିଶା ଆଜି କେନ୍ଦ୍ରରେ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି।

mohan majhi
ABVP କର୍ମକର୍ତ୍ତାରୁ ବିଧାୟକ, ମନ୍ତ୍ରୀ, ସାଂସଦ, ଚତୁର୍ଥ ଥର ପାଇଁ ସଭାପତି ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଆସନ୍ତା ୩ ବର୍ଷ ପାଇଁ ମନମୋହନ ସାମଲଙ୍କ କାର୍ଯ୍ୟକାଳ ରହିବ । ଏବେ ସେ ସଭାପତି ହେବାପରେ ଅଟକି ରହିଥିବା ବିଜେପିର ସାଙ୍ଗଠନିକ କାର୍ଯ୍ୟ ଆଗକୁ ବଢିବ ବୋଲି ଚର୍ଚ୍ଚା ହେଉଛି । ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ସହିତ ବିଭିନ୍ନ ରାଜନୈତିକ ନିଯୁକ୍ତି ମଧ୍ୟ ତ୍ୱରାନ୍ୱିତ ହେବ । ଆଗରୁ ମଧ୍ୟ ସେ ବିଜେପି ରାଜ୍ୟ ସଭାପତି ସମେତ ରାଜ୍ୟସଭା ସାଂସଦ ରହିସାରିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+