କାଲି ବାତ୍ୟା ମୋନ୍ଥା ନେଇ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ, ସୁରେଶ ପୂଜାରୀ

ଆସନ୍ତାକାଲି ବାତ୍ୟା ମୋନ୍ଥା ନେଇ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବରିଷ୍ଠ ଅଧିକାରୀ ଓ ଜିଲ୍ଲା ପ୍ରଶାସନଙ୍କ ସହ ଆଲୋଚନା କରିବେ । ବାତ୍ୟା ମୁକାବିଲା ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ ହୋଇଛି । ବାତ୍ୟା ମୁକାବିଲା ପାଇଁ ସରକାର ପୂର୍ଣ୍ଣ ପ୍ରସ୍ତୁତ। ତଳୁ ଉପର ପର୍ଯ୍ୟନ୍ତ ସମସ୍ତେ ପ୍ରସ୍ତୁତ। ପ୍ରସ୍ତୁତି ସମୀକ୍ଷା ବୈଠକ ପରେ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇସାରିଥିବା କହିଛନ୍ତି । ଏବେ ୧୮ କିଲୋମିଟର ବେଗରେ ଆଗକୁ ବଢୁଛି ।

cm

ଛତିଶଗଡ଼ ଆଡକୁ ଯିବ ବାତ୍ୟା। ଛତିଶଗଡ଼ରେ ବର୍ଷା ହେଲେ ମହାନଦୀ ଜଳସ୍ତର ବଢ଼ିପାରେ। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ ଜଳ ଛାଡ଼ିବା ଆରମ୍ଭ କଲେଣି। ବିଭିନ୍ନ ବିଭାଗ ପକ୍ଷରୁ ୨୪ ଘଣ୍ଟିଆ ହେଲପ ଲାଇନ ନମ୍ବର ଜାରି ହୋଇଛି । ପାଖାପାଖି ୨୦୦ ଗର୍ଭବତୀଙ୍କୁ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ବର୍ଷା ସମୟରେ କଚ୍ଚା ଘରେ ନ ରହି ବାତ୍ୟା ଆଶ୍ରୟସ୍ଥଳରେ ରହିବାକୁ ପରାମର୍ଶ ଦେଇଛନ୍ତି ମନ୍ତ୍ରୀ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+