ମୁଖ୍ୟମନ୍ତ୍ରୀଙ୍କ ଦୃଢ କାର୍ଯ୍ୟାନୁଷ୍ଠାନ, OTAS ଅଧିକାରୀ ଭୀମସେନ ଟୁଡୁ ଚାକିରିରୁ ବହିଷ୍କୃତ

OTAS ଅଧିକାରୀ ଭୀମସେନ ଟୁଡୁ ଚାକିରିରୁ ବହିଷ୍କୃତ । ଅପରାଧିକ ମାମଲାରେ ଗିରଫ ନବନିଯୁକ୍ତ ସରକାରୀ ଅଧିକାରୀଙ୍କ ଉପରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ କାର୍ଯ୍ୟାନୁଷ୍ଠାନ । ଟ୍ରେନିଙ୍ଗ୍ ସମୟରେ ବାରଙ୍ଗ ପୋଲିସ ଦ୍ୱାରା ଗିରଫ ହୋଇଥିଲେ। ବିଚାର ବିଭାଗୀୟ ହେପାଜତକୁ ପଠାଯାଇଛି । ଭବିଷ୍ୟତରେ ମଧ୍ୟ ଭୀମସେନ ଆଉ କୌଣସି ସରକାରୀ ଚାକିରି ପାଇବା ପାଇଁ ଯୋଗ୍ୟ ବିବେଚିତ ହେବେ ନାହିଁ।

mohan majhi

ଶ୍ରୀ ଟୁଡୁ ତାଙ୍କ ଇଣ୍ଡକ୍ସନ୍ ଟ୍ରେନିଙ୍ଗ୍ ସମୟରେ ୨୦୨୬ ଜୁନ୍ ୪ ତାରିଖଠାରୁ ଅନୁପସ୍ଥିତ ଥିଲେ । ମଧୁସୂଦନ ଦାସ ରିଜିଓନାଲ୍ ଏକାଡେମୀ ଅଫ୍ ଫାଇନାନ୍ସିଆଲ୍ ମ୍ୟାନେଜମେଣ୍ଟ (MDRAFM)ରେ ତାଙ୍କ ଶେଷ ପରୀକ୍ଷାରେ ମଧ୍ୟ ଯୋଗ ଦେଇନଥିଲେ । ସେହି ସମୟରେ ସେ ଏକ ମୃତ୍ୟୁ ମାମଲାରେ ବାରଙ୍ଗ ପୋଲିସ ଦ୍ୱାରା ଗିରଫ ହୋଇଥିଲେ ଏବଂ ତାଙ୍କୁ ଜୁଡିସିଆଲ୍ କଷ୍ଟୋଡିକୁ ପଠାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+