ଆଜି କଳାହାଣ୍ତିରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

Odisha News: ଆଜିଠୁ ଅନ୍ତ୍ୟୋଦୟ ଗୃହ ଯୋଜନାର ହେବ ଶୁଭାରମ୍ଭ । କଳାହାଣ୍ତିରୁ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଯୋଜନାରେ ୫୦ ହଜାର ଲୋକଙ୍କୁ ଯୋଡିବେ ସରକାର ।

ଅନ୍ତ୍ୟୋଦୟ ଗୃହ ଯୋଜନାରେ ଭିନ୍ନକ୍ଷମ, ବିଧବା, ଦୂରାରୋଗରେ ପୀଡିତ ଥିବା ବ୍ୟକ୍ତି ଏବଂ ସହିଦ ପରିବାର ବ୍ୟକ୍ତି, ପଦ୍ମଶ୍ରୀ ପରିବାର ବ୍ୟକ୍ତି, ବନ୍ୟା ବାତ୍ୟା ଓ ଅଗ୍ନିକାଣ୍ଡ ଘଟି ଘରପୋଡି ଥିବା ବ୍ୟକ୍ତିଙ୍କୁ ସାମିଲ କରାଯିବ ।

Antyodaya Gruha Yojana

ଏହି ଯୋଜନା ପାଇବା ପାଇଁ ଅନଲାଇନ ଆବେଦନ କରିପାରିବେ ଏବଂ ଫୋନ୍ ନମ୍ବର ୦୬୭୪୬୮୧୭୭୭୭ ଏବଂ ୱେବ ପୋର୍ଟାଲ ମାଧ୍ୟମରେ ପଞ୍ଚାୟତ କାର୍ଯ୍ୟାଳୟରେ ବିଡ଼ିଓଙ୍କ ମାଧ୍ୟମରେ ଆବଦନ କରିବାର ସୁବିଧା ରହିଛି । ରାଜ୍ୟ ସରକାର ବଜେଟ୍‌ରେ ଅନ୍ତ୍ୟୋଦୟ ଯୋଜନା ଲାଗି ୭୭୫୦ କୋଟି ଟଙ୍କା ବ୍ୟୟ ବରାଦ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+