ଆଜି ସାଧାରଣ ଲୋକଙ୍କ ସମସ୍ୟା ଶୁଣିବେ ମୁଖ୍ୟମନ୍ତ୍ରୀ: ପଞ୍ଜୀକରଣ କରିଛନ୍ତି ୧ ହଜାର ଲୋକ

ଆଜି ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ। ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ଲୋକମାନଙ୍କୁ ସିଧାସଳଖ ଭେଟି ଅଭିଯୋଗ ଶୁଣିବେ। ଏଥିପାଇଁ ସପ୍ତାହକ ତଳୁ ୧ ହଜାର ଲୋକ ପଞ୍ଜୀକରଣ କରିଛନ୍ତି। ନିଜ ନିଜର ସମସ୍ୟାକୁ ନେଇ ବିଭିନ୍ନ ଜିଲ୍ଲାରୁ ଲୋକ ଆସି ରାଜଧାନୀରେ ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ବିଭିନ୍ନ ବିଭାଗର ମନ୍ତ୍ରୀ ଓ ସଚିବ ମାନେ ଅଭିଯୋଗ ଶୁଣାଣି ବେଳେ ଉପସ୍ଥିତ ରହିବେ ।

Chief Minister to listen to common people s problems today

ରାଜ୍ୟରେ ନୂଆ ସରକାର ଆସିବା ପରଠୁ ପ୍ରତି ସୋମବାର ମୁଖ୍ୟମନ୍ତ୍ରୀ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି । ଅନ ଦି ସ୍ପଟ୍ ସମସ୍ୟାର ସମାଧାନ ହେଉଛି। ଗୁରୁତର ରୋଗୀ ଯେଉଁମାନେ ଦାରିଦ୍ର୍ୟ ଯୋଗୁଁ ଚିକିତ୍ସାରୁ ବଞ୍ଚିତ ହେଉଛନ୍ତି, ସେମାନଙ୍କୁ ମୁଖ୍ୟମନ୍ତ୍ରୀ ଆର୍ଥିକ ସହାୟତା ପ୍ରଦାନ କରୁଛନ୍ତି । ଯେଉଁମାନଙ୍କର ଚାକିରି କ୍ଷେତ୍ରରେ କିମ୍ବା ପେନସନ୍ ପାଇବାରେ ବିଳମ୍ବ ହେଉଛି , ସେମାନଙ୍କ ସମସ୍ୟାର ତ୍ବରିତ ସମାଧାନ କରାଯାଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+