ରଥଯାତ୍ରା ପ୍ରସ୍ତୁତିକୁ ନେଇ ଆଜି ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା; ପୂର୍ବାହ୍ନ ୧୧ଟାରେ ପୁରୀ ପୌରସଦନରେ ଗୁରୁତ୍ବପୂର୍ଣ୍ଣ ବୈଠକ

ରଥଯାତ୍ରା ପ୍ରସ୍ତୁତିକୁ ନେଇ ଆଜି ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା । ପୂର୍ବାହ୍ନ ୧୧ଟାରେ ପୁରୀ ପୌରସଦନରେ ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ସହ ଯୋଗ ଦେବେ ଉପମୁଖ୍ୟମନ୍ତ୍ରୀ ଓ ଆଇନମନ୍ତ୍ରୀ ।
ପରିମଳ, ସ୍ବାସ୍ଥ୍ୟ, ସୁରକ୍ଷା ଓ ପରିବହନ ଉପରେ ହେବ ଆଲୋଚନା । ଶୃଙ୍ଖଳିତ ନୀତିକାନ୍ତି ଓ ସୁବ୍ୟବସ୍ଥିତ ଦର୍ଶନ ନେଇ ହେବ ଆଲୋଚନା ।

Chief Minister to review Rath Yatra preparations today
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+