କାଲି ରତ୍ନଭଣ୍ଡାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଆସନ୍ତାକାଲି ପୂର୍ବାହ୍ନ ୧୧ଟାରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ସମୀକ୍ଷା ବୈଠକ । ଏ ନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଆଇନ ମନ୍ତ୍ରୀଙ୍କ ବୈଠକ ପରେ ଦିନ ୧ଟାରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ରତ୍ନଭଣ୍ଡାର SOP ହସ୍ତଗତ ହୋଇଛି, ସମୀକ୍ଷା ପରେ ସବୁ ସ୍ପଷ୍ଟ ହେବ ।

Ratnabhandara
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+