କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଘଟଗାଁ ମା’ ତାରିଣୀଙ୍କ ପରିକ୍ରମା ପ୍ରକଳ୍ପର କରିବେ ଶିଳାନ୍ୟାସ

କାଲି କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଘଟଗାଁ ମା ତାରିଣୀଙ୍କ ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କରିବେ । ଏନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଂଚିଛି । ମୁଖ୍ୟମନ୍ତ୍ରୀ ହେବା ପରେ ଗତ ଜୁନ୍ ୨୧ ତାରିଖରେ ମା ତାରିଣୀଙ୍କ ଦର୍ଶନ କରିବା ସହ ପରିକ୍ରମା ପ୍ରକଳ୍ପ ପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଥିଲେ ।

mohan majhi

ପ୍ରାୟ ୩୦୦ କୋଟି ଟଙ୍କା ବ୍ୟୟ ଅଟକଳରେ ପ୍ରକଳ୍ପ କାର୍ଯ୍ୟ ହେବ । କାଲି ମା ତାରିଣୀଙ୍କ ଦର୍ଶନ କରିବା ପରେ ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କରିବେ। ପରେ ଘଟଗାଁ ମିନି ଷ୍ଟାଡିୟମରେ ଉଦବୋଧନ ଦେବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥର କଡାକଡି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+