Get Updates
Get notified of breaking news, exclusive insights, and must-see stories!

ଆଜି କେନ୍ଦୁଝର ଗସ୍ତ କରିବେ ମୁଖ୍ୟମନ୍ତ୍ରୀ, ମା’ ତାରିଣୀଙ୍କ ଉନ୍ନୟନ ପ୍ରକଳ୍ପର କରିବେ ଶିଳାନ୍ୟାସ

ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବହୁ ପ୍ରତିକ୍ଷିତ ଘଟଗାଁ ମା ତାରିଣୀଙ୍କ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ କରିବେ । ପାଖାପାଖି ୩ଶହ କୋଟି ଟଙ୍କାର ଏହି ଉନ୍ନୟନ ପ୍ରକଳ୍ପର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ।

cm

ଜିଲ୍ଲାପାଳ ବିଶାଳ ସିଂହ ଘଟଗାଁ ମା ତାରିଣୀଙ୍କ ମନ୍ଦିର ପ୍ରକଳ୍ପ ସ୍ଥଳ ପରିଦର୍ଶନ କରି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ କିପରି ସୁରୁଖୁରୁରେ ସମ୍ପନ୍ନ ହେବ, ସେନେଇ ବୁଲି ଦେଖିଛନ୍ତି । ମୁଖ୍ୟମନ୍ତ୍ରୀ ଆଜି ଦିନ ୧୦ଟା ବେଳେ ଘଟଗାଁରେ ବିମାନ ଯୋଗେ ପହଞ୍ଚି ସେଠାରୁ ଏକ ବାଇକ୍ ରାଲିରେ ଯାଇ ଘଟଗାଁ ମନ୍ଦିରରେ ପହଞ୍ଚିବେ । ପ୍ରଥମେ ମନ୍ଦିର ପରିସରରେ ଚାଲିଥିବା ଯଜ୍ଞରେ ପୂର୍ଣ୍ଣାହୂତି ଦେବେ ମୁଖ୍ୟମନ୍ତ୍ରୀ । ଏହାପରେ ସେ ଘଟଗାଁ ମନ୍ଦିର ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ କରିବେ । ଏହି କାର୍ଯ୍ୟକ୍ରମ ପରେ ସେ ଘଟଗାଁ ମିନି ଷ୍ଟାଡ଼ିୟମରେ ଏକ ସାଧାରଣ ସଭାରେ ଉପସ୍ଥିତ ଜନତାଙ୍କୁ ଉଦବୋଧନ ଦେବେ । ଏଥିପାଇଁ ପୁଲିସ ଏବଂ ପ୍ରଶାସନ ପକ୍ଷରୁ ବ୍ୟାପକ ଆୟୋଜନ କରାଯାଇଛି l

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+