ପ୍ରଦୀପ୍ତ ମହାପାତ୍ରଙ୍କ ଗଳ୍ପ ସଂକଳନ ‘ମାଟି ଘୋଡା’ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ନବୀନ ନିବାସ ଠାରେ ଅବସରପ୍ରାପ୍ତ ପ୍ରଶାସକ ତଥା କଥାକାର ଶ୍ରୀ ପ୍ରଦୀପ୍ତ ମହାପାତ୍ରଙ୍କ ଗଳ୍ପ ସଂକଳନ ‘ମାଟି ଘୋଡା’ର ଲୋକାର୍ପଣ କରିଛନ୍ତି।

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ନବୀନ ନିବାସ ଠାରେ ଅବସରପ୍ରାପ୍ତ ପ୍ରଶାସକ ତଥା କଥାକାର ଶ୍ରୀ ପ୍ରଦୀପ୍ତ ମହାପାତ୍ରଙ୍କ ଗଳ୍ପ ସଂକଳନ 'ମାଟି ଘୋଡା'ର ଲୋକାର୍ପଣ କରିଛନ୍ତି।

Chief Minister

ମାଟିର ମହକରେ ନିଜକୁ ହଜାଇ ଦେଇଥିବା ପ୍ରଦୀପ୍ତ ତାରି ଭିତରେ ହିଁ ଶାଶ୍ବତର ସନ୍ଧାନ କରିଛନ୍ତି। ନିଜର ପରିଚୟ ସୃଷ୍ଟି କରିଛନ୍ତି ଓ ନିଜର ଜୀବନାନୁଭୂତିକୁ ସାହିତ୍ୟ ରଙ୍ଗରେ ରଙ୍ଗାଇଛନ୍ତି। ମାଟିର ଘୋଡା ସହିତ ମାଟି ଶିଲଟର ପୃଥିବୀ, ମାଟି ଘଟର ଜୀବନ ଓ ନିଜ ମାଟିର ଗନ୍ଧ ଆଦି ଗଳ୍ପ ସଂକଳନ ଶ୍ରୀ ମହାପାତ୍ରଙ୍କ ଉଜ୍ଜଳ ସାରସ୍ବତ ପ୍ରତିଭାର ପ୍ରତିଶୃତି ବହନ କରୁଛି । ମୁଖ୍ୟମନ୍ତ୍ରୀ କଥାକାର ଶ୍ରୀ ମହାପାତ୍ରଙ୍କୁ ଅଭିନନ୍ଦନ ଜଣାଇବା ସହ ପୁସ୍ତକଟିର ସଫଳତା କାମନା କରିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+