ଆକାଶମାର୍ଗରୁ ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ

ଉତ୍ତର-ଓଡ଼ିଶାରେ କେମିତି ରହିଛି ବନ୍ୟା ସ୍ଥିତି । ଆକାଶ ମାର୍ଗରୁ ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ବନ୍ୟା ସ୍ଥିତି ଦେଖି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ମୁଖ୍ୟମନ୍ତ୍ରୀ ଏରିଏଲ ସର୍ଭେ କରିଥିବା ବେଳେ ସାଙ୍ଗରେ ଥିଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ଉଚ୍ଚ ଶିକ୍ଷା ମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀ ଏବଂ ସ୍ବତନ୍ତ୍ର ରିଲିଫ କମିଶନର । ସମସ୍ତେ ହେଲିକେପ୍ଟର ଯୋଗେ ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରି ସ୍ଥିତିର ଅନଧ୍ୟାନ କରିଛନ୍ତି ।

mohan majhi

ବନ୍ୟାରେ ବେହାଲ ହୋଇଛି ଉତ୍ତର ଓଡିଶା । ଲଗାତାର ବନ୍ୟା ଆସିବା ଫଳରେ ବାଲେଶ୍ବର, ଭଦ୍ରକର ସ୍ଥିତି ସଙ୍ଗୀନ ହୋଇଥିବା ବେଳେ ଏବେ କେମିତି ରହିଛି ସ୍ଥିତି । କଣ ହୋଇଛି କ୍ଷୟକ୍ଷତି ତାର ସମୀକ୍ଷା ଆକାଶ ମାର୍ଗରୁ କରିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ଗୋଟେ ପଟେ ତଳିଆ ଅଞ୍ଚଳରେ ପାଣି ଧିରେଧିରେ କମି ଆସୁଥିବା ବେଳେ ବନ୍ୟା ପ୍ରଭାବିତଙ୍କ ପାଇଁ କଣ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ ତା ଉପରେ ନଜର ରହିଛି । ଦିନ ୨ଟା ଆଜି ମୁଖ୍ୟମନ୍ତ୍ରୀ ପ୍ରେସମିଟ କରିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+