Get Updates
Get notified of breaking news, exclusive insights, and must-see stories!

୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତା ଏପ୍ରିଲ ୭ ତାରିଖରୁ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୮ରେ ଦିଲ୍ଲୀ ନିବେଶକ ସମ୍ମିଳନୀରେ ଯୋଗଦେବେ । ବଡ଼ ବଡ଼ ପୁଞ୍ଜିପତିଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ ।

mohan majhi

ନାଫ୍ଟା କ୍ରାକର ପ୍ରକଳ୍ପ ପାଇଁ ଆଇଓସିଏଲ ସହ MoU ସ୍ବାକ୍ଷର ହେବାର କାର୍ଯ୍ୟକ୍ରମ ରହିଛି । ଗସ୍ତ ସମୟରେ କିଛି କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି । ଏହାପରେ ଏପ୍ରିଲ ୯ ତାରିଖରେ ଓଡ଼ିଶା ଫେରିବେ ମୁଖ୍ୟମନ୍ତ୍ରୀ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+