ଆଜି ନବନିଯୁକ୍ତ ୨୮୪ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଜି ନବନିଯୁକ୍ତ ୨୮୪ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ । ଭୁବନେଶ୍ୱର ଲୋକସେବା ଭବନରେ ଆୟୋଜିତ ହେବାକୁ ଥିବା ଏକ ସ୍ୱତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ନିଯୁକ୍ତିପତ୍ର ବଣ୍ଟନ କରିବେ । ନିଯୁକ୍ତି ପତ୍ର ପାଇବାକୁ ଥିବା ପ୍ରାର୍ଥୀ, ଶକ୍ତିବିଭାଗ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ଓଡ଼ିଶା ଖଣି ନିଗମ ପାଇଁ ମନୋନୀତ ହୋଇଛନ୍ତି ।

mohan majhi

ନିକଟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୯ହଜାର ୯ଜଣ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଥିଲେ । ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବା ପରେ ପ୍ରଥମଥର ପାଇଁ ଏତେ ସଂଖ୍ୟକ ନିଯୁକ୍ତି ପତ୍ର ଏକକାଳୀନ ପ୍ରଦାନ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+