ଆଜି ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ । nbsp;ଆକାଶ ମାର୍ଗରୁ ବିଭିନ୍ନ କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିବେ । ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ବ ମନ୍ତ୍ରୀ ବି ଅନୁଧ୍ୟାନ କରିବେ ।