ଜନ୍ମଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଶୁଭେଛା ଜଣାଇଲେ ମୁଖ୍ୟମନ୍ତ୍ରୀ; ଓଡ଼ିଶାର ପବିତ୍ର ମାଟିକୁ କଲେ ସ୍ୱାଗତ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କର ଆଜି ୭୪ତମ ଜନ୍ମଦିନ। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଓଡ଼ିଶା ଗସ୍ତ ଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଓଡ଼ିଶାବାସୀଙ୍କ ତରଫରୁ ସ୍ବାଗତ କରିଛନ୍ତି। ଏନେଇ ନିଜର ସୋସିଆଲ୍ ମିଡିଆ ଏକାଉଣ୍ଟ 'ଏକ୍ସ'ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଓଡ଼ିଶାର ପବିତ୍ର ମାଟିକୁ ସ୍ୱାଗତ। ତାଙ୍କ ନେତୃତ୍ୱରେ ଭାରତର ଉନ୍ନତି ଓ ସମୃଦ୍ଧିର ଦିଗରେ ଓଡ଼ିଶା ମଧ୍ୟ ନୂଆ ଅଧ୍ୟାୟ ଲେଖୁଛି।

Chief Minister wishes

ଏହା ପୂର୍ବରୁ ଜନ୍ମଦିନର ଓଡ଼ିଶାବାସୀଙ୍କ ତରଫରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖି ଶୁଭେଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+