Get Updates
Get notified of breaking news, exclusive insights, and must-see stories!

ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ

ଆକାଶ ମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାତ୍ୟା ୟଶ ପ୍ରଭାବରେ ଅଧିକ କ୍ଷତିଗ୍ରସ୍ତ ହୋଇଥିବା ଜିଲ୍ଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ାର ସ୍ଥିତି ଆକଳନ କଲେ ସିଏମ ।

ଭୁବନେଶ୍ୱର: ଆକାଶ ମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାତ୍ୟା ୟଶ ପ୍ରଭାବରେ ଅଧିକ କ୍ଷତିଗ୍ରସ୍ତ ହୋଇଥିବା ଜିଲ୍ଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ାର ସ୍ଥିତି ଆକଳନ କଲେ ସିଏମ । ଆଜି 12.30 ସମୟରେ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ହେଲିକପ୍ଟର ଯୋଗେ ଉଡାଣ ଭରିଥିଲେ ।

Chief Minister

ଗତକାଲି ମଧ୍ୟ ବନ୍ୟା ପ୍ରଭାବିତ ଅଞ୍ଚଳର ସ୍ଥିତି ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ । ୨୪ ଘଣ୍ଟା ମଧ୍ୟରେ ବାତ୍ୟା ପ୍ରଭାବିତ ଅଞ୍ଚଳରେ ଯୋଗାଯୋଗ ପୁନରୁଦ୍ଧାର କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଆଉ ଆଜି ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳକୁ ପରିଦର୍ଶନ କରିବା ନେଇ କାର୍ଯ୍ୟାଳୟ ପକ୍ଷରୁ ଜଣାଯାଇଛି । ବାତ୍ୟା ପ୍ରଭାବିତ ଜିଲ୍ଲା ଗୁଡିକରେ ପୁନରୁଦ୍ଧାର, କ୍ଷୟକ୍ଷତି ଆକଳନ ପାଇଁ ତ୍ୱରତି ପଦକ୍ଷେପ ସରକାର ଗ୍ରହଣ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+