ମୁଖ୍ୟମନ୍ତ୍ରୀଙ୍କ ଘୋଷଣା; ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କ ଶିକ୍ଷା ସ୍ବେଚ୍ଛାସେବୀଙ୍କ ପାରିଶ୍ରମିକ ବୃଦ୍ଧି

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ବିଦ୍ୟାଳୟ ମାନଙ୍କର ଅଧ୍ୟୟନରତ ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କୁ ଶିକ୍ଷା ତଥା ସ୍ବତନ୍ତ୍ର ସେବା ଯୋଗାଇବା ନିମନ୍ତେ ରାଜ୍ୟ ସରକାର ୨୦୧୪ ମସିହାରୁ ବିଭିନ୍ନ ଗ୍ରାମ ପଞ୍ଚାୟତ ମାନଙ୍କରେ ଭିନ୍ନକ୍ଷମ ଶିକ୍ଷା ସ୍ବେଚ୍ଛାସେବୀ (PHIEV) ମାନଙ୍କୁ ନିୟୋଜିତ କରାଯାଇଥିଲା । ବର୍ତ୍ତମାନ ଏହି ଶିକ୍ଷା ସ୍ବେଚ୍ଛାସେବୀ ମାନଙ୍କୁ ମାସିକ ୫୩୭୯ ଟଙ୍କା ପାରିତୋଷିକ ଭାବରେ ଦିଆଯାଉଥିଲା।

ସୂଚନାଯୋଗ୍ୟ ଯେ 5-T ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଜିଲ୍ଲା ଗସ୍ତ ଅବସରରେ ସେମାନେ ସେମାନଙ୍କ ଅସୁବିଧା ସଂପର୍କରେ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।

ଉକ୍ତ ଭିନ୍ନକ୍ଷମ ଶିକ୍ଷା ସ୍ବେଚ୍ଛାସେବୀ ମାନଙ୍କ ବିଭିନ୍ନ ଦାବୀକୁ ସହୃଦୟତାର ସହ ବିଚାର କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ପାରିତୋଷିକକୁ ମାସିକ ୫୩୭୯ ଟଙ୍କାରୁ ୧୦,୦୦୦ ହଜାର ଟଙ୍କାକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି କରିଛନ୍ତି ।

naveen patnaik

ଏହାଦ୍ବାରା ରାଜ୍ୟରେ ବର୍ତ୍ତମାନ ନିୟୋଜିତ ୧୧୧୭ ଜଣ ଭିନ୍ନକ୍ଷମ ଶିକ୍ଷା ସ୍ବେଚ୍ଛାସେବୀ (PHIEV) ଉପକୃତ ହେବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+