Get Updates
Get notified of breaking news, exclusive insights, and must-see stories!

ଶ୍ରୀମନ୍ଦିରରେ ହୁଣ୍ଡି ସ୍ଥାନାନ୍ତରଣ ନେଇ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଶ୍ରୀମନ୍ଦିର ପରିଚାଳନା ନେଇ ଦୁଇଟି ବଡ଼ ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇଛନ୍ତି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ କହିଛନ୍ତିଯେ ଧାଡି ଦର୍ଶନ ନେଇ ଯେଉଁ ସମସ୍ୟା ଥିଲା ତାହା ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି କ୍ରମେ ଦୂର ହୋଇଛି। ଶ୍ରୀମନ୍ଦିର ଭିତରେ ଥିବା ହୁଣ୍ଡି ଯୋଗୁଁ ଧାଡ଼ିଦର୍ଶନ ସମ୍ଭବ ହୋଇପାରୁନଥିଲା।

ତେଣୁ ହୁଣ୍ଡି ସ୍ଥାନାନ୍ତରଣ ନେଇ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମିଳିଛି। ଶ୍ରୀମନ୍ଦିର ପ୍ରଶାସନ ଓ ପୁରୀ ଜିଲ୍ଲାପାଳ ନିଯୋଗମାନଙ୍କ ସହ ଆଲୋଚନା ପରେ ହୁଣ୍ଡି କେଉଁଠିକୁ ସ୍ଥାନାନ୍ତର ହେବ ସେଥିନେଇ ନିଷ୍ପତ୍ତି ନେବେ। ଏହା ପରେ ପରୀକ୍ଷାମୂଳକ ଭାବେ ଧାଡ଼ି ଦର୍ଶନ ବ୍ୟବସ୍ଥା ଆରମ୍ଭ କରାଯିବ ବୋଲି ମନ୍ତ୍ରୀ ଶ୍ରୀ ହରିଚନ୍ଦନ ସୂଚନା ଦେଇଛନ୍ତି।

Shrimandir

ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ କହିଛନ୍ତି ଯେ ଧାଡି ଦର୍ଶନ ନେଇ ଯେଉଁ ସମସ୍ୟା ଥିଲା ତାହା ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିଷ୍ପତ୍ତି କ୍ରମେ ଦୂର ହୋଇଛିI ଶ୍ରୀମନ୍ଦିର ଭିତରେ ଥିବା ହୁଣ୍ଡି ଯୋଗୁଁ ଧାଡ଼ିଦର୍ଶନ ସମ୍ଭବ ହୋଇପାରୁନଥିଲା I ତେଣୁ ହୁଣ୍ଡି ସ୍ଥାନାନ୍ତରଣ ନେଇ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମିଳିଛିI

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+