ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା; ଅଳିଆରୁ ପ୍ରସ୍ତୁତ ହେବ ଏନର୍ଜି, ନିର୍ମାଣ ହେବ ପ୍ଲାଣ୍ଟ

ଅଳିଆରୁ ପ୍ରସ୍ତୁତ ହେବ ଏନର୍ଜି, ନିର୍ମାଣ ହେବ ପ୍ଲାଣ୍ଟ । ବିଏମ୍‌ସି ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ବିଏମ୍‌ସି ଅଞ୍ଚଳରୁ ପ୍ରତିଦିନ ୮୦୦ ଟନ୍‌ ଅଳିଆ ବାହାରୁଛି ।

cm mohan majhi

ଏନର୍ଜି ପ୍ଲାଣ୍ଟ, ବାୟୋଗ୍ୟାସ କମ୍ପୋଷ୍ଟିଙ୍ଗ ପ୍ଲାଣ୍ଟ ନିର୍ମାଣ ପାଇଁ ଚିନ୍ତା କରୁଛୁ ।ବାୟୋଗ୍ୟାସ କମ୍ପୋଷ୍ଟିଙ୍ଗ ପ୍ଲାଣ୍ଟ ପାଇଁ ଟେଣ୍ଡର ସରିଛି । ପଳାଶୁଣୀରେ ନିର୍ମାଣ ହେବ ୱେଷ୍ଟ ଟୁ ବ୍ରିକେଟ ବା ଚାରକୋଲ ପ୍ଲାଣ୍ଟ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+