ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା ; ସେପ୍ଟେମ୍ବର ମାସର ୨୬ ତାରିଖରେ ଦେବା ପାଇଁ ନିର୍ଦ୍ଦେଶ

ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା । ଚଳିତ ସେପ୍ଟେମ୍ବର ମାସର ଦରମା ୨୬ ତାରିଖରେ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ।

mohan charn majhi

ସୂଚନା ଅନୁଯାୟୀ, ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ମାସର ଶେଷ କାର୍ଯ୍ୟ ଦିବସରେ ଦରମା ମିଳୁଥିବା ବେଳେ, ଦୁର୍ଗାପୂଜା ପାଇଁ ଆସନ୍ତା ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଛୁଟି ରହିବ । ଦଶହରା ପରି ପାର୍ବଣ ୠତୁରେ ବିଭିନ୍ନ ସାମଗ୍ରୀ କିଣାକିଣି ହୋଇଥାଏ ଏବଂ ଏବର୍ଷ ସାରା ଦେଶରେ GST 2.0 ସଂସ୍କାର ପରେ ସାରା ଦେଶରେ ବଚତ୍ ଉତ୍ସବ ମଧ୍ୟ ପାଳନ କରାଯାଉଛି । ଏହାକୁ ଦୃଷ୍ଟିରେ ରଖି ଚଳିତ ମାସର ଦରମା ୨୬ ତାରିଖ ସୁଦ୍ଧା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+