ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି; ଚୁକ୍ତିଭିତ୍ତିକ ସ୍କିମାଟିକ୍ ଜୁନିୟର ଶିକ୍ଷକଙ୍କୁ ନିୟମିତ କର୍ମଚାରୀ ମାନ୍ୟତା
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ଚୁକ୍ତିଭିତ୍ତିକ ଭାବେ କାମ କରୁଥିବା ସ୍କିମାଟିକ୍ କନିଷ୍ଠ ଶିକ୍ଷକ (Junior Teacher, Schematic) ମାନଙ୍କୁ ନିୟମିତ କରିଛନ୍ତି । ୨୦୨୩-୨୪ ବର୍ଷରେ ନିଯୁକ୍ତି ପାଇଥିବା ଏହି ବର୍ଗର କନିଷ୍ଠ ଶିକ୍ଷକମାନଙ୍କୁ ନିୟମିତ କରାଯାଇଛି । ଏହା ଦ୍ୱାରା ରାଜ୍ୟର ୧୩ ହଜାରରୁ ଅଧିକ ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକମାନେ ଉପକୃତ ହୋଇଛନ୍ତି ।













Click it and Unblock the Notifications