ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି: ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ୠଣ ଉପରେ ସୁଧ ଛାଡ଼

ଭୁବନେଶ୍ୱର, ୧୫।୪: ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟ ସରକାର ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ମାନଙ୍କ ପାଇଁ ସୁଧ ମୁକ୍ତ ୠଣ ବ୍ୟବସ୍ଥାକୁ ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।

ସୂଚନା ଯୋଗ୍ୟ ଯେ, ଏହି ସୁଧ ମୁକ୍ତ ୠଣ ମୁକ୍ତ ବ୍ୟବସ୍ଥାକୁ ମୁଖ୍ୟମନ୍ତ୍ରୀ ପୂର୍ବରୁ ୩୧ ମାର୍ଚ୍ଚ ୨୦୨୫ ପର୍ଯ୍ୟନ୍ତ ଜାରି ରଖିଥିଲେ। ଆଜି ଏହାକୁ ୨୦୨୫-୨୬ ଆର୍ଥିକ ବର୍ଷ ଓ ପରବର୍ତ୍ତୀ ବର୍ଷ ଗୁଡିକ ପାଇଁ ଜାରିରଖିବା ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।

Chief Minister s big decision for women self-help groups Interest waiver on loans up to Rs 10 lakh

ଏହା ଦ୍ୱାରା ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଗୁଡିକ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ୠଣ ନେଇପାରିବେ। ଏହି ପଦକ୍ଷେପ ରାଜ୍ୟରେ ମହିଳା ଉଦ୍ୟୋଗୀ ଓ ଲକ୍ଷପତି ଦିଦି ସୃଷ୍ଟି କରିବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ସହିତ ମହିଳା ଭାଗିଦାରୀ ଜରିଆରେ ରାଜ୍ୟର ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଅର୍ଥନୀତି ସୁଦୃଢ ହେବ ବୋଲି ସେ କହିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+