କୋରାପୁଟ କୋଟିଆକୁ ଖୁବ ଶୀଘ୍ର ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ୍‌ ସେବା

କୋରାପୁଟ କୋଟିଆକୁ ଖୁବ ଶୀଘ୍ର ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ୍‌ ସେବା । ସୂଚନା ଦେଲେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା। - 'କୋଟିଆ ଉପରେ ଆନ୍ଧ୍ର ପକାଇଛି, ପ୍ରତିହତ ପାଇଁ ସରକାର କାମ କରୁଛନ୍ତି । ଖଣି ଖାଦାନ ଭରି ରହିଛି, ସେଠାରେ ଗୋଟିଏ ପାହାଡ଼କୁ ସୁନା ପାହାଡ଼ କୁହାଯାଏ । ସଦୁପଯୋଗ ପାଇଁ ଖଣି ବିଭାଗ ପଦକ୍ଷେପ ନେଉଛି କହିଲେ ବିଭୂତି ଜେନା ।

Chief Minister s Bus Service
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+