୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଜାଣନ୍ତୁ କାହିଁକି?

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ୨ ଦିନ ବନ୍ଦ ରହିବ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଅକ୍ଟୋବର ୭ ତାରିଖ ଓ ୧୪ ତାରିଖରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି କୁହାଯାଇଛି।

୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ କାର୍ଯ୍ୟ ଥିବାରୁ ଶୁଣାଣି ବନ୍ଦ ରହିବ। ସେହିପରି ୧୪ ତାରିଖରେ ଦୁର୍ଗାପୂଜା ଭସାଣି ଥିବାରୁ ଅଭିଯୋଗ ଶୁଣାଣି ବନ୍ଦ ରହିବ । ସୂଚନାଯୋଗ୍ୟ, ମୋହନ ଚରଣ ମାଝୀ ପ୍ରତ୍ୟେକ ସୋମବାର ଭୁବନେଶ୍ୱରରେ ଲୋକଙ୍କ ଅଭିଯୋଗ ଶୁଣନ୍ତି। ଜୁଲାଇ ୧ରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଆରମ୍ଭ ହୋଇଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+