ଆଜି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଜାଣନ୍ତୁ କାରଣ

ଆଜି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣୀ ପ୍ରକୋଷ୍ଠ । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସୋମବାର ସ୍ଥଗିତ ରଖାଯାଇଛି। ବାତ୍ୟାର ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେବାକୁ ଥିବା ଅଭିଯୋଗ ଶୁଣାଣି ବନ୍ଦ ରଖାଯାଇଥିବା ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

complaint hearing

ଯେଉଁମାନେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ଲାଗି ଅନ୍‌ଲାଇନ୍‌ରେ ପଞ୍ଜୀକରଣ କରିଥିଲେ ସେମାନେ ପରବର୍ତ୍ତୀ ଅଭିଯୋଗ ଶୁଣାଣି ସମୟରେ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ ବୋଲି କୁହାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+