Get Updates
Get notified of breaking news, exclusive insights, and must-see stories!

କଟକ ପ୍ରଶାସନ ଉପରେ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ଖପ୍ପା, ଦରମା ବନ୍ଦ ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

କଟକ ଜିଲ୍ଲାର ୯୧ ଅଧିକାରୀଙ୍କ ଦରମା ବନ୍ଦ ନିର୍ଦ୍ଦେଶ । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପରେ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିନଥିବାରୁ ଏପରି ନିର୍ଦ୍ଦେଶ ହୋଇଛି। ଯେଉଁ ଅଧିକାରୀଙ୍କର ଦରମା ବନ୍ଦ ପାଇଁ ନିର୍ଦ୍ଦେଶ ରହିଛି ସେମାନେ ହେଲେ ଉପଜିଲ୍ଲାପାଳ ଆଠଗଡ଼, ଉପଜିଲ୍ଲାପାଳ ବାଙ୍କୀ , ଜିଲ୍ଲାର ସମସ୍ତ ବିଡ଼ିଓ, ତହସିଲଦାର, ପୋଲିସ ବିଭାଗ ସହ ପୂର୍ତ୍ତବିଭାଗ, ଗ୍ରାମ୍ୟଉନ୍ନୟନ ବିଭାଗ, ଜଳସମ୍ପଦ ବିଭାଗ, RWSS ବିଭାଗ ସହ ଜିଲ୍ଲାର ୯୧ଟି ବିଭାଗର ଅଧିକାରୀ ଓ କର୍ମଚାରୀ । ୭୯୦ ଜଣଙ୍କର ଅଭିଯୋଗକୁ ଜଣଶୁଣାଣିରେ ଅଧିକାରୀମାନେ ସମାଧାନ କରି ନାହାନ୍ତି ।

Chief Minister s Grievance Cel

ତେଣୁ ସେହି ସବୁ ଅଧିକାରୀମାନଙ୍କର ଦରମା ଚଳିତ ନଭେମ୍ବର ମାସର ବନ୍ଦ ପାଇଁ କଟକ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ହୋଇଛି । ଜିଲ୍ଲାପାଳଙ୍କ ପରବର୍ତ୍ତୀ ନିର୍ଦ୍ଦେଶ ନାମା ପର୍ଯ୍ୟନ୍ତ ଏହିସବୁ ଅଧିକାରୀ ଓ କର୍ମଚାରୀଙ୍କ ଦରମା ବନ୍ଦ ପାଇଁ ଜିଲ୍ଲାପାଳ ଜିଲ୍ଲା ଟ୍ରେଜେରୀ ଅଧିକାରୀଙ୍କ ସହ ଜିଲ୍ଲାର ସମସ୍ତ ସବ୍ ଟ୍ରେଜେରୀ ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+