ମାର୍ଚ୍ଚ ୨ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଆସନ୍ତା ମାର୍ଚ୍ଚମାସ ୨ ତାରିଖରେ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବା ନେଇ ସୂଚନା ପ୍ରକାଶ ପାଇଛି l ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

grievance
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+