ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । ଏପ୍ରିଲ ୨୧ରେ ସମ୍ବଲପୁରରେ ହେବ ଅଭିଯୋଗ ଶୁଣାଣି । ୧୦ରୁ ଅଧିକ ମନ୍ତ୍ରୀ ଏଥିରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି । ସମ୍ବଲପୁରରେ ଅଭିଯୋଗ ଶୁଣାଣି ସରିବା ପରେ ବ୍ରହ୍ମପୁରରେ ମଧ୍ୟ ଅଭିଯୋଗ ଶୁଣାଣି ହେବ ।

Chief Minister s grievance hearing to be held in Sambalpur

ଏ ନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+