ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: ୧୦ରୁ ଅଧିକ ମନ୍ତ୍ରୀ ହେବେ ସାମିଲ

ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । ଏପ୍ରିଲ ୨୧ରେ ସମ୍ବଲପୁରରେ ହେବ ଅଭିଯୋଗ ଶୁଣାଣି । ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି ।

Chief Minister s grievance

୧୦ରୁ ଅଧିକ ମନ୍ତ୍ରୀ ଏଥିରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଏହି ଅଭିଯୋଗ ଶୁଣାଣି ଶିବିରରେ ପଶ୍ଚିମ ଓଡିଶାର ପ୍ରଶାସନିକ ଅଧିକାରୀଙ୍କ ସମେତ ମୁଖ୍ୟ ଶାସନ ସଚିବ ଏବଂ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ରହିବେ । ପଶ୍ଚିମ ଓଡିଶାର ଜନସାଧାରଣ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଯାଇ ନିଜର ଅଭିଯୋଗ ଜଣାଇ ପାରିବେ । ସମ୍ବଲପୁର ପରେ ବ୍ରହ୍ମପୁରରେ ଅଭିଯୋଗ ଶୁଣାଣି କରାଯିବ ବୋଲି ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+