ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ ପ୍ରେସମିଟ୍ , କହିଲେ VB G RAM G ବିଲ୍‌ର ଲକ୍ଷ୍ୟ ହେଉଛି ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ

ବିଜେପି ପାର୍ଟି ଅଫିସ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ ପ୍ରେସମିଟ୍ । VB G RAM G ବିଲ୍‌ର ଉପକାରିତା ନେଇ ଦେଲେ ସୂଚନା । ବିରୋଧୀ କେବଳ ଅପପ୍ରଚାର କରୁଛନ୍ତି, ଆଉ କିଛି ନୁହେଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। VB G RAM G ବିଲ୍‌ର ଲକ୍ଷ୍ୟ ହେଉଛି ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ' । ପୂର୍ବରୁ ଲାଗୁ ହେଉଥିବା ଯୋଜନା ଗରିବଙ୍କ ପାଖରେ ପହଞ୍ଚୁ ନଥିଲା' । ୨୦୦୯ରେ ଏହି ଯୋଜନାରେ ମହାତ୍ମା ଗାନ୍ଧୀଙ୍କ ନାମ ଯୋଡ଼ା ଯାଇଥିଲା' । ୨୦୦୯ ପରଠାରୁ ଯୋଜନା ନାଁ MGNREG ହୋଇଥିଲା । ମହାତ୍ମା ଗାନ୍ଧୀଙ୍କ ନାଁ ଯୋଡ଼ିଲେ ସିନା, କିନ୍ତୁ ସେପରି ସଫଳତା ମିଳିଲାନି' । ସରକାର ଏହାକୁ ଗୁରୁତର ସହ ନେଇ VB G RAM G ଆଇନ ଆଣିଛନ୍ତି' ।

mohan majhi
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+