Get Updates
Get notified of breaking news, exclusive insights, and must-see stories!

ଆଜିଠୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା, ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ରାଜ୍ୟରେ କାର୍ଯ୍ୟକାରୀ ହେବାକୁ ଯାଉଛି ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା । ଏହି ଯୋଜନାର ଘୋଷଣା ପରେ ଏହା ପଥମ ଥର ପାଇଁ ଗଞ୍ଜାମ ପିଠରୁ ଆରମ୍ଭ ହେବାକୁ ଯାଉଛି । ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଗଞ୍ଜାମର ମାଆ ତାରାତାରିଣୀଙ୍କ ପୀଠରୁ ଏହାକୁ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Kanya Vivah Yojana t

ମହିଳା ଓ ଶିଶୁକଲ୍ୟାଣ ବିଭାଗ ପକ୍ଷରୁ ଆରମ୍ଭ ହୋଇଥିବା ଏହି ଯୋଜନାରେ ୧୮ରୁ ୩୫ ବର୍ଷ ବୟସ ପର୍ୟ୍ୟନ୍ତ ଝିଅ ଓ ୨୧ରୁ ୩୫ ବର୍ଷ ପର୍ୟ୍ୟନ୍ତ ପୁଅ ସାମିଲ ହୋଇପାରିବେ । ୬୦ ହଜାର ଟଙ୍କା ଲେଖାଏଁ ଲାଭାର୍ଥୀଙ୍କୁ ଦିଆଯିବ। ମା' ତାରାତାରିଣୀ ପୀଠରେ ହୋଇଥିବା ଅସ୍ଥାୟୀ ହେଲିପ୍ୟାଡ଼ରେ ମୁଖ୍ୟମନ୍ତ୍ରୀ ଦିନ ସାଢେ ୧୧ଟାରେ ପହଞ୍ଚି ଏହି ଯୋଜନାକୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଶୁଭାରମ୍ଭ କରିବେ। ଏଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+