ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସେପ୍ଟେମ୍ବର ୧ ତାରିଖ (ସୋମବାର) ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l