ଆସନ୍ତା ଜାନୁଆରୀ ୧୨ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
ଆସନ୍ତା ଜାନୁଆରୀ ୧୨ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l

ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦ ପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ l ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି l












Click it and Unblock the Notifications