୨୬ଜାନୁଆରୀରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
ଆସନ୍ତା ଜାନୁଆରୀ ୨୬ ତାରିଖରେ ସରକାରୀ ଛୁଟି ଦିବସ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସରକାରୀ ଛୁଟି ଥିବାରୁ ଆସନ୍ତା ସୋମବାର ଜାନୁଆରୀ ୨୬ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ।

ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦ ପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
More From
-
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
ବଡ ନିଷ୍ପତ୍ତି: ଜୁନ୍ ପର୍ଯ୍ୟନ୍ତ ଏସବୁ ଉତ୍ପାଦ ଉପରେ କଷ୍ଟମ୍ ଶୁଳ୍କ ଛାଡ଼ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
Adani Green Energy ର ବଡ଼ ସଫଳତା: FY26ରେ 5GW କ୍ଷମତା ସହ ବିଶ୍ୱରେ ନୂଆ ରେକର୍ଡ -
ଭୁବନେଶ୍ୱରରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ







Click it and Unblock the Notifications