ପ୍ରବାସୀ ଭାରତୀୟ ସମ୍ମେଳନରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ; ଯୋଗ ଦେଇଥିବା ପ୍ରବାସୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ
ପ୍ରବାସୀ ଭାରତୀୟ ସମ୍ମେଳନରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ। ଯୋଗ ଦେଇଥିବା ପ୍ରବାସୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ।- 'ଓଡ଼ିଶା ନେଇ ବିଶ୍ୱବାସୀ ଜାଣିବାକୁ ପାଇଲେ। 'ସର୍ବଦା ଓଡ଼ିଶାବାସୀ ପ୍ରବାସୀଙ୍କୁ ସ୍ୱାଗତ କରିବେ। - 'ଆଶା କରୁଛି ଓଡ଼ିଆ କଳା, ସଂସ୍କୃତି, ପର୍ଯ୍ୟଟନର ପ୍ରଚାର କରିବେ। - 'ଆୟୋଜନ ଅଧିକାର ପାଇଁ ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା'।- 'ସମ୍ମେଳନ ଆୟୋଜନ ଦ୍ୱାରା ଓଡ଼ିଆ ଅସ୍ମିତା ଉଚ୍ଚତର ହୋଇପାରିଛି ।













Click it and Unblock the Notifications