ସୁଭଦ୍ରା’ ୨ୟ କିସ୍ତି ପ୍ରଦାନ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ; ନିନ୍ଦୁକମାନେ ଆମ ସଫଳତାକୁ ହଜମ କରିପାରୁ ନାହାନ୍ତି

ସୁଭଦ୍ରା' ୨ୟ କିସ୍ତି ପ୍ରଦାନ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ। ପୂର୍ବ ସରକାରକୁ ଟାର୍ଗେଟ୍‌ କଲେ ମୁଖ୍ୟମନ୍ତ୍ରୀ। ପୂର୍ବ ସରକାର କେବଳ ସ୍ଲୋଗାନରେ ଚାଲିଥିଲା । ୨୪ ବର୍ଷରେ ନବୀନ ସରକାର ସ୍ଲୋଗାନରେ ସୀମିତ ଥିଲା ।

୯ ମାସର ଆମ ସରକାର କୋଟିଏ ମହିଳାଙ୍କ ପାଖରେ ପହଞ୍ଚିଛି । ଲକ୍ଷପତି ଦିଦି ସୃଷ୍ଟି କରିବା କ୍ଷେତ୍ରରେ ଓଡ଼ିଶା ଦେଶରେ ଦ୍ବିତୀୟ । ନିନ୍ଦୁକମାନେ ଆମ ସଫଳତାକୁ ହଜମ କରିପାରୁ ନାହାନ୍ତି।

Chief Minister s speech

ବିରୋଧୀଙ୍କୁ ଟିକେ ହଜମ କରିବା ଗୁଲି ଦେବା ଦରକାର ବୋଲି କହିଲେ । ପୂର୍ବ ସରକାର ଗରିବଙ୍କ ଦୁଃଖ ବୁଝି ପାରି ନ ଥିଲେ। ଏଥିପାଇଁ ଆମ ସରକାର ମୁଖ୍ୟମନ୍ତ୍ରୀ କନ୍ୟା ରତ୍ନ ଯୋଜନା କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+