ବାତ୍ୟା ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା, ଜିରୋ କାଜୁଆଲିଟି ଲକ୍ଷ୍ୟ ମୁଖ୍ୟମନ୍ତ୍ରୀ

ବାତ୍ୟା ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା । ମୁକାବିଲା ପାଇଁ ସରକାର ସବୁ ପ୍ରକାର ବ୍ୟବସ୍ଥା କରିଛନ୍ତି ।ଜିରୋ କାଜୁଆଲିଟି ଲକ୍ଷ୍ୟରେ କାର୍ଯ୍ୟ କରାଯାଉଛି । ଦକ୍ଷିଣ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇ ସାରିଛି ।ବିଶେଷକରି ୮ଟି ଜିଲ୍ଲା ଆଜି ଓ କାଲି ପ୍ରଭାବିତ ହେବ' । ବର୍ତ୍ତମାନ ସୁଦ୍ଧା ୧୧ ହଜାର ୩୯୬ ଜଣଙ୍କୁ ସ୍ଥାନାନ୍ତର ସରିଛି'। ୩୦ ହଜାର ୫୯୪ ଜଣଙ୍କୁ ସ୍ଥାନାନ୍ତର କରିବା ଲକ୍ଷ୍ୟ ରହିଛି। ଆବଶ୍ୟକ ପଡ଼ିଲେ ସେମାନଙ୍କୁ ସ୍ଥାନାନ୍ତର କରାଯିବ ।୧୮୭୧ ଗର୍ଭବତୀ ମହିଳାଙ୍କୁ ମେଡିକାଲ୍‌ ନିଆଯାଇଛି । ଆଉ ୮୨୨ ଗର୍ଭବତୀଙ୍କୁ ମଧ୍ୟ ସ୍ଥାନାନ୍ତର କରିବାକୁ ଲକ୍ଷ୍ୟ ରହିଛି । ଦକ୍ଷଣି ଓଡ଼ିଶା ଜିଲ୍ଲାର ପର୍ଯ୍ୟଟନସ୍ଥଳୀକୁ ବାରଣ କରାଯାଇଛି ।

mohan majhi

ସେହିପରି ବାତ୍ୟା ମୋନ୍ଥାର ପ୍ରଭାବରେ ତତ୍ପର ନବରଙ୍ଗପୁର ଜିଲ୍ଲା ପ୍ରଶାସନ । ସତର୍କତା ମୂଳକ ପଦକ୍ଷେପ ସ୍ୱରୂପ ବାତ୍ୟା ସମୟରେ ଅଧିକ ସମ୍ବେଦନଶୀଳ ଥିବା ଗର୍ଭବତୀ ଓ ବୃଦ୍ଧଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଉଛି । ପ୍ରଶାସନ ଅଗ୍ରାଧିକାର ଭିତ୍ତିରେ ଜିଲ୍ଲାରେ ଚିହ୍ନଟ ହୋଇଥିବା ୩୦୩ ଜଣ ଗର୍ଭବତୀଙ୍କୁ ଚିହ୍ନଟ କରି ସମସ୍ତଙ୍କୁ ସୁରକ୍ଷିତ ଭାବେ ମା' ଗୃହ ଓ ୧୩୮ ଜଣ ଗର୍ଭବତୀଙ୍କୁ ସ୍ଥାନୀୟ ମେଡ଼ିକାଲକୁ ସ୍ଥାନାନ୍ତରିତ କରିଛି । ସେଠାରେ ମଧ୍ୟ ୧୦ଟି ଅଗ୍ନିଶମ ଟିମ୍‌ ଓ ୧ଟି ଓଡ୍ରାଫ ଟିମ୍‌ ସଜାଗ ଅଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+