ବର୍ଷ ପୂର୍ତ୍ତି ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ସ୍ବାଗତ ଭାଷଣ; ୨୮ ହଜାରରୁ ଊର୍ଦ୍ଧ୍ବ ନିଯୁକ୍ତି
ବର୍ଷ ପୂର୍ତ୍ତି ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ସ୍ବାଗତ ଭାଷଣ। ଓଡ଼ିଶା ପାଇଁ ଆଜି ଗୌରବମୟ ମୁହୂର୍ତ୍ତ । ମୋଦିଙ୍କ ପାଇଁ ଦେଶ ଆଜି ପୂରା ସୁରକ୍ଷିତ। ଦେଶ ଆଜି ବିଶ୍ବର ଚତୁର୍ଥ ଅର୍ଥନୀତି ସମୃଦ୍ଧ ରାଷ୍ଟ୍ର। ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନରେ ବର୍ଷେ ଶାସନର ସୌଭାଗ୍ୟ ମିଳିଛି। ବର୍ଷକ ଭିତରେ ଅନେକ ଉପଲବ୍ଧି ମିଳି ସାରିଛି।
ଓଡ଼ିଶା ବିକାଶ ପାଇଁ ରୋଡ୍ ମ୍ୟାପ୍ ପ୍ରସ୍ତୁତ କରିଛି। ସମସ୍ତ ୩୦ ଜିଲ୍ଲା ଗସ୍ତ କରି ଲୋକଙ୍କ ଦୁଃଖ ବୁଝିଛି। ୧୭ ଲକ୍ଷ 'ଲକ୍ଷପତି ଦିଦି' ସୃଷ୍ଟି କରିପାରିଛୁ।
ଲକ୍ଷପତି ଦିଦି' ସୃଷ୍ଟିରେ ସାରା ଦେଶରେ ପ୍ରଥମ ହୋଇପାରିଛୁ। ଚାଷୀଙ୍କୁ ୮ ଶହ ଟଙ୍କା ବୋନସ ପ୍ରଦାନ କରିଛୁ। ବିକଶିତ ଗାଁ ଯୋଜନା, ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଲାଗୁ କରିଛୁ।













Click it and Unblock the Notifications