ଦାୟିତ୍ୱ ନେବା ପରେ ମହାପ୍ରଭୁଙ୍କ ଆର୍ଶୀବାଦ ନେଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ଆଜି ଓଡ଼ିଶାର ନୂଆ ମୁଖ୍ୟଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ମନୋଜ ଆହୁଜା । ଆଜି ସେ ଲୋକସେବା ଭବନ ଯାଇ ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି । ମନୋଜ ଆହୁଜା ହେଉଛନ୍ତି ୧୯୯୦ ବ୍ୟାଚର ଆଇଏଏସ୍ ଅଫିସର ।

Manoj Ahuja

ଓଡ଼ିଶା ଆସିବା ପୂର୍ବରୁ ଆହୁଜା କେନ୍ଦ୍ର ସରକାରଙ୍କ କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ନିର୍ଦ୍ଦେଶକ ତଥା ସଚିବ ଭାବେ କାର୍ଯ୍ୟ କରୁଥିଲେ । ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେବା ପରେ ସେ ପୁରୀ ଯାଇ ଶ୍ରୀମନ୍ଦିରରେ ପଟି ଦିଅଁଙ୍କୁ ଦର୍ଶନ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+