କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ଶାସନ ସଚିବଙ୍କ ପ୍ରେସ୍‌ମିଟ୍: ୫ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର

କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ଶାସନ ସଚିବଙ୍କ ପ୍ରେସ୍‌ମିଟ୍ । ବୈଠକରେ ୫ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର । ନ୍ୟୁ ଭୁବନେଶ୍ବର ସିଟି ପାଇଁ ମାଷ୍ଟର୍ ପ୍ଲାନ୍ ଉପରେ ମୋହର ।

ପ୍ରକଳ୍ପ ପାଇଁ ୧୫ ବର୍ଷରେ ୮,୧୭୯ କୋଟି ଖର୍ଚ୍ଚ କରିବ BDA । ଗୋଠପାଟଣା, ମଳିପଡ଼ା ଓ ଦାଶପୁର ଅଞ୍ଚଳର ୮ଶହ ଏକର ଜମିରେ ହେବ । ଓଡ଼ିଶା ନିଯୁକ୍ତି ପରୀକ୍ଷା ଫିସ୍ ପ୍ରଦାନ ଏବଂ ଫେରସ୍ତ ନିୟମାବଳୀ ପ୍ରଣୟନ ।

Chief Secretary s press meet after cabinet meeting

ST,SC ଓ ଭିନ୍ନକ୍ଷମଙ୍କ ବ୍ୟତୀତ ଅନ୍ୟ ସମସ୍ତେ ଦେବେ ପରୀକ୍ଷା ଫିସ୍‌। ପଞ୍ଚାୟତ ସମିତି ହିସାବ ପ୍ରଣାଳୀ ନିୟାମବଳୀର ସଂଶୋଧନ।
ପଞ୍ଚାୟତ ସମିତି କାର୍ଯ୍ୟର ବିଲ୍‌ ପାସ୍ ପାଇଁ ବଢ଼ିଲା BDOଙ୍କ ଆର୍ଥିକ କ୍ଷମତା ।

ମୋଟର ଯାନ ଅଧିନିୟମରେ ଚାଲାଣ ଏକକାଳୀନ ସମାଧାନକୁ ଗୁରୁତ୍ବ।
ବିଭିନ୍ନ କୋର୍ଟକୁ ପଠାଯାଇଥିବା ଚାଲାଣର ଫଇସଲା ପାଇଁ ହେବ କମିଟି। ବକେୟା ଜୋରିମାନା ଦୃଢ଼ତାର ସହ ଆଦାୟ ଉପରେ ଗୁରୁତ୍ବ । ୪୨୮ଟି ନୂଆ ଆମ୍ବୁଲାନ୍ସ କିଣିବେ ରାଜ୍ୟ ସରକାର।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+